Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

53ନମ୍ବର ଏନଏଚ ପାଖ ଗାଡ଼ିଆରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର।

Posted on October 14, 2025

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର କଇଁବିଲି ଗାଁ ଛକ ନିକଟ ଗାଡ଼ିଆରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଦେହଟି ପ୍ରାୟ ୩ ରୁ ୪ ଦିନର ହେବ ବୋଲି ଅନୁମାନ କରାଯାଉଛି। ସ୍ଥାନୀୟ ଲୋକମାନେ ମୃତଦେହ ଦେଖି ପୋଲିସକୁ ଖବର ଦେବା ପରେ ଘଟଣା ସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠେଇଛନ୍ତି। ତେବେ ବ୍ୟକ୍ତି ଜଣଙ୍କ କିଏ ଏବଂ କିପରି ଗାଡ଼ିଆରେ ପଡି ମୃତ୍ୟୁ ବରଣ କରିଛନ୍ତି ତାହାର କାରଣ ଅସ୍ପଷ୍ଟ ରହିଛି। ଯାହାକୁ ନେଇ ଅଧିକ ତଦନ୍ତ ଜାରି ରଖିଛି କାମାକ୍ଷାନଗର ପୋଲିସ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme