Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 

Posted on January 10, 2026

ଶ୍ରୀମନ୍ଦିର ଭିତର ଫଟୋ ପୁଣି ସୋସିଆଲ ମିଡିଆରେ ଭାଇରାଲ, ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ଭିତର ଫଟୋ ପୁଣି ସୋସିଆଲ ମିଡିଆରେ ହୋଇଛି ଭାଇରାଲ। ଜଣେ ଯୁବକ ନିଜ ଇନଷ୍ଟାଗ୍ରାମ ରେ ଏହି ଫଟୋ ଅପଲୋଡ଼ କରିଛନ୍ତି। ଶ୍ରୀମନ୍ଦିର ଆନନ୍ଦ ବଜାର ନିକଟରେ ଛିଡ଼ାହୋଇ ଯୁବକ ଜଣକ ଫଟୋ ଉଠାଇଥିବା ଅନୁମାନ କରାଯାଉଛି। ସେପଟେ ଫଟୋ ଭାଇରାଲ ଘଟଣାକୁ ନେଇ ପୁରୀ ଏସପି କହିଛନ୍ତି ଘଟଣାକୁ ନେଇ ତଦନ୍ତ କରାଯାଉଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme