Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାଲିଯାତ୍ରା ପଡ଼ିଆ ହେବ ‘ନୋ ଡ୍ରୋନ୍ ଜୋନ୍’,ନଭେମ୍ବର ୧ରୁ ନଭେମ୍ବର ୧୫ ଯାଏ କଟକଣା

Posted on October 8, 2025

ବାଲିଯାତ୍ରା ସମୟରେ ବାଲିଯାତ୍ରା ପଡ଼ିଆଠାରୁ ୫ କି.ମି. ପରିଧି ଭିତରେ ଉଡିପାରିବନି ଡ୍ରୋନ୍।  ନଭେମ୍ବର ୧ରୁ ନଭେମ୍ବର ୧୫ ଯାଏ, ତଳ ଓ ଉପର ବାଲିଯାତ୍ରା ପଡ଼ିଆକୁ ନୋ ଡ୍ରୋନ୍ ଜୋନଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।  ବାଲିଯାତ୍ରା ୫ ନଭେମ୍ବରରୁ ୧୨ ନଭେମ୍ବର ଯାଏ ଚାଲିବ।

୬୦ ଏକ ଜାଗାରେ ବାଲିଯାତ୍ରା ଅନୁଷ୍ଠିତ ହେଉଛି ।  ଆଶା କରାଯାଉଛି ୫୦ ଲକ୍ଷରୁ ଅଧିକ ଜନସମାଗମ ହେବ।  ଅନେକ ଭିଆଇପି ଓ ଭିଭିଆଇପି ଆସିବେ। ତେଣୁ ସୁରକ୍ଷା ଦୃଷ୍ଟିରୁ ନଭେମ୍ବର ୧ରୁ ନଭେମ୍ବର ୧୫ ଯାଏ ବାଲିଯାତ୍ରା ପଡ଼ିଆଠାରୁ ୫ କି.ମି ପର୍ଯ୍ୟନ୍ତ ଅଂଚଳକୁ ନୋ ଡ୍ରୋନ୍ ଜୋନ ଘୋଷଣା ହୋଇଛି ।  ବାଲିଯାତ୍ରା ସମୟରେ ସେହି ଅଂଚଳରେ ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ ଗ୍ଲାଇଡର୍ସ, ମାଇକ୍ରୋ ଲାଇଟ୍ ଏୟାରକ୍ରାଫ୍ଟ, ହଟ ଏୟାର ବେଲୁନ, ୟୁଏଭି କିମ୍ବା ଡ୍ରୋନ ଉଡାଣ ନିଷେଦ୍ଧ ହେବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme