Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆସନ୍ତାକାଲି ଠାରୁ ବିଧିବଦ୍ଧ ଭାବେ ବିଜେଡିର ପଦଯାତ୍ରା ଆରମ୍ଭ…

Posted on October 8, 2025

ଆସନ୍ତାକାଲି ଠାରୁ ବିଧିବଦ୍ଧ ଭାବେ ବିଜେଡିର ପଦଯାତ୍ରା ଆରମ୍ଭ ହେବ । ପ୍ରତିବର୍ଷ ପରି ଅକ୍ଟୋବର ଦୁଇ ଗାନ୍ଧୀ ଜୟନ୍ତୀରୁ ଏହା ଆରମ୍ଭ ହୋଇଛି । ତେବେ ଚଳିତ ବର୍ଷ ପାର୍ବଣ ଥିବାରୁ ଅକ୍ଟୋବର ଦୁଇରେ ଗାନ୍ଧୀ ମୂର୍ତ୍ତି ପାଖରେ କେବଳ ପଦଯାତ୍ରା ପାଇଁ ବିଜେଡି ସଂକଳ୍ପ ନେଇଥିଲା । ଆସନ୍ତାକାଲି ଗୋପବନ୍ଧୁ ଜୟନ୍ତୀରୁ ଘର ଘର ବୁଲି ବିଜେପି ସରକାରଙ୍କ ବିଫଳତା ଓ ନବୀନ ପଟ୍ଟନାୟକ ସରକାର ସମୟର ସଫଳତା ସମ୍ପର୍କରେ ଲୋକଙ୍କୁ ସଚେତନ କରିବ ବିଜୁ ଜନତା ଦଳ ।

ଏହି ପରିପ୍ରେକ୍ଷୀରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମମାଟି ପୁରୀ ଜିଲ୍ଲା ସୁଆଣ୍ଡୋରୁ ପଦଯାତ୍ରା ଶୁଭାରମ୍ଭ କରିବ ବିଜେଡି । ସେହିପରି ଏକାମ୍ର ଭୁବନେଶ୍ୱରରେ ଡୁମୁଡୁମାରୁ ପଦଯାତ୍ରା କରି ଜନସମ୍ପର୍କ ସୃଷ୍ଟି କରିବେ ବିଜେଡି ନେତା ଓ କର୍ମୀ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme