Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରେନ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

Posted on October 9, 2025

ରାଉରକେଲା : ଅଜଣା ‌ଟ୍ରେନ୍‌ ଧକାରେ ବେଦବ୍ୟାସ ଟିସିଆଇ ନିକଟ ରେଳଧାରଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନଥିବାବେଳେ ବୟସ ପାଖାପାଖି ୩୦ ହେବ ବୋଲି ଜଣାପଡ଼ିଛି। ରେଳବାଇ ପୁଲିସ ମୃତଦେହ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଶବକୁ ଆର୍‌ଜିଏଚ୍‌ ମର୍ଗ ହାଉସରେ ରଖାଯାଇଛି। ମୃତକଙ୍କ ପରିଚୟ ଖୋଜିବାକୁ ତନାଘନା ଆରମ୍ଭ କରିଛି ଜିଆର୍‌ପି। ସୂଚନାନୁଯାୟୀ, ମଙ୍ଗଳବାର ରାତି ୧୦ଟାବେଳେ ଯୁବକ ଜଣକ ରେଳଲାଇନ୍‌ ଅତିକ୍ରମ କରୁଥିବାବେଳେ ଅଜଣା ଟ୍ରେନ୍‌ ଧକାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme