Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସିଂହଦ୍ଵାର ରେ ଶୁଭୁଛି ହବିଷିଆଳିଙ୍କ ହୁଳହୁଳି : ଶ୍ରଦ୍ଧା ଓ ଭକ୍ତିର ସହ ପାଳୁଛନ୍ତି କାର୍ତ୍ତିକ ବ୍ରତ

Posted on October 9, 2025

ଆରମ୍ଭ ହୋଇଯାଇଛି ପବିତ୍ର କାର୍ତ୍ତିକ ମାସ । ପୁଣ୍ୟ ମାସରେ ଧର୍ମ ଅର୍ଜନ କରିବାକୁ ଶ୍ରୀକ୍ଷେତ୍ରରେ ଜମୁଛି ହବିଷିଆଳିଙ୍କ ଭିଡ଼ । ପବିତ୍ର ନରେନ୍ଦ୍ର ପୁଷ୍କରିଣୀ ଓ ମହୋଦଧିରେ ସ୍ନାନ କରିବା ପରେ ତୁଳସୀ ଚଉଁରା ମୂଳେ ରାଇ ଦାମୋଦରଙ୍କୁ ପୂଜା କରିଛନ୍ତି ବ୍ରତଧାରୀ । ଏହାପରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଦର୍ଶନ କରୁଛନ୍ତି ହବିଷିଆଳି ମା’ । ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି । ଆନନ୍ଦର ସହିତ ରାଇ,ଦାମୋଦର ବେଶରେ ଗୀତ ଗାଇ ନାଚି କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରୀ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme