Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାଗଳ କୁକୁର କାମୁଡାରେ ୨୦ରୁ ଉର୍ଦ୍ଧ୍ବ ଆହତ

Posted on October 9, 2025

ଗୁରୁବାର ସକାଳେ ମାହାଙ୍ଗା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ନାହାଙ୍ଗ, ପୋଡ଼ାମରାଇ ଓ ହଳଦିଆ ପଞ୍ଚାୟତର ୨୦ରୁ ଉର୍ଦ୍ଧ୍ବ ଲୋକ ଓ ୩  ଗାଈଙ୍କୁ ଏକ ପାଗଳ କୁକୁର ଗୋଡ଼ାଇ ଗୋଡ଼ାଇ କାମୁଡିଛି । ଏମାନଙ୍କ ମଧ୍ୟରୁ କିଛି ଆହତ ହୋଇ ମାହାଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଲାଇନ ଲଗାଇଥିବା ବେଳେ ବାକି ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏବେବି ପାଗଳ କୁକୁରର ଆକ୍ରମଣ କରୁଛି । ଯାହା ଫଳରେ ବାନେଇ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । 

 

 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme