Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୯ ଓପିଏସ ଅଧିକାରୀଙ୍କ ବଦଳି, ବ୍ରହ୍ମପୁର ଅତିରିକ୍ତ ଏସପି ହେଲେ ଆଲୋକ କୁମାର ଜେନା

Posted on October 9, 2025

ରାଜ୍ୟ ସରକାର ଆଜି ମୋଟ ୧୯ ଓଡ଼ିଶା ପୋଲିସ ସେବା (ଓପିଏସ) ଅଧିକାରୀଙ୍କ ବଦଳି ଓ ନିଯୁକ୍ତି ସୂଚନା ଜାରି କରାଯାଇଛି ।

ସୂଚନା ଅନୁସାରେ, ବ୍ରହ୍ମପୁର ଅତିରିକ୍ତ ଏସପି ସୀମା ସ୍ବାଇଁଙ୍କୁ ବଦଳି କରି ତାଳଚେରର ଆଡିସନାଲ ଏଏସପି ଭାବେ ନିଯୁକ୍ତ କରାଯାଇଛି। ସୀମା ସ୍ବାଇଁଙ୍କ ସ୍ଥାନରେ ବଲାଙ୍ଗିର ଏଏସପି ଆଲୋକ କୁମାର ଜେନାଙ୍କୁ ବ୍ରହ୍ମପୁର ଅତିରିକ୍ତ ଏସପି ଭାବେ ଦାୟିତ୍ୱ ଦିଆଯାଇଛି।

ଏହି ସହିତ, କଟକ ଏଏସପି ସତ୍ୟବିକାଶ ଭୂୟାଁଙ୍କୁ ଭଦ୍ରକକୁ ବଦଳି କରାଯାଇଛି। ସମ୍ବଲପୁର ଅତିରିକ୍ତ ଏସପି ପ୍ରକାଶ କୁମାର ଟପ୍ପୋଙ୍କୁ ରାଉରକେଲାକୁ ବଦଳି କରାଯାଇଛି।

ଭୁବନେଶ୍ବର ଅତିରିକ୍ତ ଏସପି ସଞ୍ଜୀବ କୁମାର ଶତପଥୀଙ୍କୁ ଏବେ ସ୍ପେଶାଲ ଟାକ୍ସଫୋର୍ସ (ଏସଟିଏଫ)ର ଆଡିସନାଲ ଏସପି ଭାବେ ଦାୟିତ୍ୱ ଦିଆଯାଇଛି। ଏହା ସହିତ, ବରଗଡ଼ ଏଏସପି ସୌରଭ ଓତାଙ୍କୁ କଟକ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme