Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧ ଲକ୍ଷ ୨୪ ହଜାର ଟପିଲା ସୁନା ମୂଲ୍ୟ….

Posted on October 9, 2025

ସୁନା ଦର ୧ ଲକ୍ଷ ୨୫ ହଜାର। ପୁଣି ରେକର୍ଡ ଭାଙ୍ଗିଲା ସୁନା ଦର। ପ୍ରତିଦିନ ସୁନା ଦରରେ ନୂଆ ରେକର୍ଡ। ୨୪ କ୍ୟାରେଟ ଭରି ପିଛା ୧ ଲକ୍ଷ ୨୫ ହଜାର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୪,୧୫୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୩,୮୦୦ ଟଙ୍କା ଛୁଇଁଛି। ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ଦର ୧ ଲକ୍ଷ ୨୪ ହଜାର ୧୫୦। ୨୨ କ୍ୟାରେଟ୍ ଦର ୧ ଲକ୍ଷ ୧୩ ହଜାର ୮୦୦। ୫ ଦିନରେ ଦର ବଢ଼ିଲାଣି ୫ ହଜାରରୁ ଅଧିକ। କେବଳ ଅକ୍ଟୋବର ମାସରେ ୪%ରୁ ଅଧିକ ଦର। ଗତ ୬ ମାସରେ ସୁନା ଦର ୩୦ ପ୍ରତିଶତ ବୃଦ୍ଧି। ଏପ୍ରିଲ ୯ରେ ସୁନା ଦର ଥିଲା ୮୨,୯୦୦। ଅକ୍ଟୋବର ୯ରେ ପ୍ରାୟ ୧ ଲକ୍ଷ ୧୪ ହଜାର ଛୁଇଁଥିଲା। ଅନ୍ୟପଟେ ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୪,୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୩,୮୦୦ ଟଙ୍କାରେ କାରବାର ଆରମ୍ଭ କରିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୩୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୩,୯୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୪,୩୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୪,୦୦୦ ଟଙ୍କା ରହିଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୪,୧୫୦ ଓ ୧,୧୩,୮୦୦ ଟଙ୍କା ରହିଛି

ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧,୭୧,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme