Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେରରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ…

Posted on October 9, 2025

ତାଳଚେର ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଆଜି ଏହି ପଦଯାତ୍ରା ଅନୁଷ୍ଠିତ ହୋଇଛି ।ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ନେତୃତ୍ୱରେ ସମସ୍ତ ବିଜେଡି କର୍ମୀ ଏକତ୍ରିତ ହୋଇ ବସ୍ ଷ୍ଟାଣ୍ଡ ଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ପଦଯାତ୍ରା ଆରମ୍ଭ କରିଥିଲେ । ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ପ୍ରତ୍ୟେକଟି ପରିବାର ପାଖରେ ପହଁଞ୍ଚି ସଚେତନ କରାଇବାର ଏହା ପ୍ରୟାସ । ରାଜ୍ୟରେ ଦିନକୁ ଦିନ ନାରୀ ନିର୍ଯାତନା , ଆଇନଶୃଙ୍ଖଳା ବିଗିଡ଼ିବା , ନିର୍ବାଚନୀ ଇସ୍ତାହାର ପାଳନ ନ କରିବା ଆଦି ବିଭିନ୍ନ ପ୍ରସଙ୍ଗକୁ ନେଇ ଲୋକଙ୍କ ନିକଟରେ ପହଞ୍ଚିବାର ଲକ୍ଷ ରଖିଛି ବିଜେଡି । ତେବେ ଏହି କାର୍ଯ୍ୟକ୍ରମ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଚାଲିବା ନେଇ ଧାର୍ଯ୍ୟ ହୋଇଛି ।

ତାଳଚେରର ସମସ୍ତ ପଞ୍ଚାୟତ ଏବଂ ପୌରପରିଷଦରେ ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମ କରାଯିବା ନେଇ ଧାର୍ଯ୍ୟ ହୋଇଛି । ଏହି କାର୍ଯ୍ୟକ୍ରମରେ ଶତାଧିକ ବିଜେଡି ମହିଳା ଓ ପୁରୁଷ କର୍ମୀ ସାମିଲ ହୋଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme