Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେରରେ ଟ୍ରକ ଲୋଡିଙ୍ଗକୁ ନେଇ ଦୁଇ ଗୋଷ୍ଠି ମଧ୍ୟରେ ମାଡ଼ପିଟ

Posted on October 9, 2025

ଟ୍ରକ ଲୋଡିଙ୍ଗକୁ ନେଇ ତାଳଚେର ଟ୍ରକ ମାଲିକ ସଙ୍ଘର ଦୁଇ ଗୋଷ୍ଠି ମଧ୍ୟରେ ବିବାଦ ଦେଖାଯାଇଛି ।ଯାହାକୁ ନେଇ ଉଭୟ ଗୋଷ୍ଠିଙ୍କ ପକ୍ଷରୁ ତାଳଚେର ଥାନାରେ ଅଭିଯୋଗ ହୋଇଛି ।ସୂଚନା ଅନୁସାରେ ଗୋଟିଏ ଗୋଷ୍ଠିର କିଛି ଟ୍ରକ ମାଲିକ ଲିଙ୍ଗରାଜ କୋଇଲା ଖଣିକୁ କୋଇଲା ଲୋଡିଙ୍ଗ କରିବାକୁ ଯାଇଥିବା ବେଳେ ଅପରପକ୍ଷର କିଛି ଲୋକ ଘଟଣା ସ୍ଥଳରେ ପହଞ୍ଚି ଗାଳିଗୁଲଜ କରିବା ସହ ଡ୍ରାଇଭର ଓ ମାଲିକଙ୍କୁ ମାଡ଼ପିଟ କରିଥିବାର ଅଭିଯୋଗ ହୋଇଥିଲା । ଯାହାକୁ ନେଇ ପରବର୍ତ୍ତୀ ସମୟରେ ମାଡ଼ପିଟର ଶିକାର ହୋଇଥିବା ଗୋଷ୍ଠି ଟ୍ରକ ମାଲିକ ସଙ୍ଘ କାର୍ଯ୍ୟାଳୟରେ ପହଁଚି ଚୌକି ଭଙ୍ଗାରୁଜା କରିବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରି ମାଡ଼ପିଟ କରିଥିବା ଅଭିଯୋଗ ହୋଇଛି । ତେବେ ଏହି ଘଟଣାକୁ ନେଇ ଉଭୟ ପକ୍ଷରୁ ତାଳଚେର ଥାନରେ ଲିଖିତ ଅଭିଯୋଗ ହୋଇଥିବା ବେଳେ ତାଳଚେର ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme