Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଦ୍ୟୁତ ତାରରେ ଲାଗି ଯୁବକ ଗୁରୁତର

Posted on October 11, 2025

ଗଞ୍ଜାମ ଜିଲ୍ଲା କେ. ନୂଆଗାଁ ଥାନା କଳିଙ୍ଗଦଳା ବାହୁଦା ନଦୀ କଡ଼ରେ ଅଘଟଣ । ବାର୍‌ହା ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ଲାଗି କେ. ନୂଆଗାଁର ବୁଲୁ ନାଇକ ଗୁରୁତର ହୋଇଛନ୍ତି । ତାଙ୍କ ଶରୀରର ପ୍ରାୟ ୬୦ ଭାଗ ପୋଡିଯାଇଛି । ଗୁରୁତର ଆବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ମୁତାବକ, ଶୁକ୍ରବାର ସନ୍ଧ୍ୟାରେ ବୁଲୁ ଓ ଦୁଖା ନାଇକ ବାହୁଦା ନଦୀକୁ ଯାଇଥିଲେ । ସେଠାରେ ତଳେ ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଷରେ ବୁଲୁ ଲାଗି ଯାଇଥିଲେ । ବୁଲୁଙ୍କୁ ଗୁରୁତର ଅବସ୍ଥାରେ ଚିକିଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା କରାଯାଇଥିଲା । ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ ପରିବାର ଲୋକ ବାର୍‌ହା ଶିକାର ପାଇଁ ବିଦ୍ୟୁତ ତାର ଫାଶ ପକାଯାଇଥିବା ଅଭିଯୋଗ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme