Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁର୍ଘଟଣାରେ ଗଲା କଣ୍ଡକ୍ଟରଙ୍କ ଜୀବନ

Posted on October 11, 2025

କନ୍ଧମାଳ ଲାଞ୍ଜିଗଡରୁ କଟକ ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଖଜୁରୀପଡା ନିକଟସ୍ଥ ଗାଡିଆପଡା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବସ୍‌ର କଣ୍ଡକ୍ଟରଙ୍କ ମୃତ୍ୟୁ ହେବା ସହିତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ମୃତକ ଢେଙ୍କାନାଳ ଜିଲ୍ଲା କହ୍ନେଇପାଳର ସୌମ୍ୟ ଦାସ ବୋଲି ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ଶୁକ୍ରବାର ରାତି ପ୍ରାୟ ୧୨ଟା ୩୦ରେ ବସ୍‌ଟି ଗାଡିଆପଡା ଘାଟିର ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।ଫଳରେ ଘଟଣାସ୍ଥଳରେ ବସ୍‌ କଣ୍ଡକ୍ଟର ସୌମ୍ୟ ଦାସଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଥିଲେ । ଏସମ୍ପର୍କରେ ଖବର ପାଇ ଖଜୁରୀପଡ଼ା ଥାନା ଅଧିକାରୀ ଚାପଧାରୀ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ପୁଲିସ ଗାଡିରେ ନେଇ ଖଜୁରୀପଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅନ୍ୟ ଯାତ୍ରୀମାନଙ୍କୁ ବିଭିନ୍ନ ବସ୍‌ରେ ଗନ୍ତବ୍ୟ ସ୍ଥଳକୁ ପଠାଇବା ବ୍ୟବସ୍ଥା କରାଯାଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme