Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କାମାକ୍ଷାନଗରରେ ବାଘ ଆତଙ୍କ

Posted on October 11, 2025

କାମାକ୍ଷାନଗରରେ ମାତିଛି ମହାବଳ। ଷଣ୍ଢକୁ ମାରି ଖାଇଲା ବାଘ। କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜରେ ବାଘଟି ଏକ ଗାଈକୁ ଆକ୍ରମଣ କରିଥିବା ବେଳେ ଆଜି କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କନ୍ତାରିପାଟ ଗାଁ ଜଙ୍ଗଲରେ ଏକ ଷଣ୍ଢକୁ ମାରି ଖାଇଛି। ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବାଘକୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଦାବି ହୋଇଛି।

ସୂଚନା ଥାଉକି, ବାଘଟି ଗତ ଚାରି ଦିନ ଧରି ଆତଙ୍କ ଖେଳାଇଥିବା ବେଳେ ବନ ବିଭାଗ ଆଜି ପର୍ଯ୍ୟନ୍ତ ବାଘଟିକୁ ଧରିବାକୁ ସକ୍ଷମ ହୋଇ ପାରୁନାହିଁ। ବାଘଟି ଜଙ୍ଗଲରୁ ବାହାରି ନିକଟରେ ଥିବା ଗାଁ ଗୁଡିକରେ ପଶି ଗାଈଗୋରୁଙ୍କୁ ଶିକାର କରିବାରେ ଲାଗିଛି। ଯାହାଫଳରେ ଜଙ୍ଗଲ ନିକଟରେ ଥିବା ଗ୍ରାମବାସୀମାନେ ଆତଙ୍କିତ ଥିବାବେଳେ ବାଘର ଗତିବିଧିକୁ ଲକ୍ଷ୍ୟ କରି ତୁରନ୍ତ ଘଉଡ଼ାଇବା ପାଇଁ ପ୍ରଶାସନକୁ ଦାବି କରିଛନ୍ତି। ବନ ବିଭାଗର ସ୍ୱତନ୍ତ୍ର ଟିମ୍ ବାଘର ଗତିବିଧି ଉପରେ ନଜର ରଖିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme