Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଢିଲା ସୁନା ଏବଂ ରୂପା ଦର

Posted on October 11, 2025

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୪,୨୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୧୩,୯୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୨୪,୨୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୧୩,୯୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୨୪,୨୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୧୩,୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୪୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୨୪,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧, ୧୪,୨୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୨୪, ୨୬୦ ଓ ୧, ୧୩,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୭୭,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme