Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଖରୀରୁ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର

Posted on October 13, 2025

 

ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ମେରାମଣ୍ଡଳୀ ଗାଁ ନିକଟରୁ ଜଣେ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଶ୍ରମିକ ଜଣକ ଅଶ୍ରୁଧିନ ଅଂଶରୀ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି । 

ସୂଚନା ମୁତାବକ, ଶ୍ରମିକ ଜଣକ ପଶ୍ଚିମବଙ୍ଗର ମାଲଦା ଜିଲ୍ଲା ହରସିଚନ୍ଦ୍ରପୁର ଥାନା ବିଷ୍ଣାପୁରୱାରି ଗାଁରେ ରୁହନ୍ତି । ସେ ରୁଙ୍ଗଟା ପ୍ଲାଣ୍ଟର ଏସପିଡ଼ି ଠିକାସଂସ୍ଥାର ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ ରବିବାର ସନ୍ଧ୍ୟାରେ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ । ସୋମବାର ସକାଳେ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖି​​​​​​​ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବାଲିମି ପୁଲିସ ପହଞ୍ଚିଛି । ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି ପୁଲିସ।

 

 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme