Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି ଆଜି, ନଭେମ୍ବର ୧୧ରେ ଭୋଟ

Posted on October 13, 2025

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିବ। ଏହା ପରେ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା, ଯାହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୧ ତାରିଖରେ ନାମାଙ୍କନ ଯାଞ୍ଚ ଏବଂ ୨୩ ତାରିଖ ସୁଦ୍ଧା ପ୍ରତ୍ୟାହାର ପାଇଁ ସମୟ ରହିବ। ତା ପରେ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା।

ନଭେମ୍ବର ୧୧ରେ ହେବ ଭୋଟ ଓ ୧୪ ତାରିଖରେ ଗଣନା। ଏପରିସ୍ଥିତିରେ ବିଜେଡି, ବିଜେପି ଓ କଂଗ୍ରେସ ତିନୋଟି ଦଳ ନିର୍ବାଚନ ପ୍ରସ୍ତୁତିରେ ବ୍ୟସ୍ତ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୀଘ୍ର ପିଏସି ବୈଠକ ଡାକି ପ୍ରାର୍ଥୀ ନିର୍ଦ୍ଧାରଣ କରିବେ। ବିଜେପି ମଧ୍ୟ ପ୍ରାର୍ଥୀ ଘୋଷଣା ନକରିଥିଲେ, ଦଳ କହିଛି ଦିଲ୍ଲୀରୁ ଗ୍ରୀନ ସିଗ୍ନାଲ ମିଳିଲେ ଘୋଷଣା ହେବ। ଏପରିସ୍ଥିତିରେ କଂଗ୍ରେସ ଆଗରୁ ଘାସିରାମ ମାଝୀଙ୍କୁ ନିଜ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme