Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ବିଚ୍ ରାସ୍ତାରେ ପଡ଼ିଛି ମୃତଦେହ

Posted on October 14, 2025

ରାତି ଅଧରେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା ଅଭିଯୋଗ। ବିଚ୍ ରାସ୍ତାରେ ପଡ଼ିଛି ମୃତଦେହ। ମଙ୍ଗଳବାର ସକାଳେ ବରଗଡ଼ ସହର ଉପକଣ୍ଠ ପାଣିଛତ୍ର-ଜମୁର୍ଡା ରାସ୍ତାରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ମଙ୍ଗଳବାର ସକାଳେ ବରଗଡ଼ ସହର ଉପକଣ୍ଠ ପାଣିଛତ୍ର-ଜମୁର୍ଡା ରାସ୍ତାରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ଜଣଙ୍କ ଜର୍ମୁଡ଼ା ଟାଙ୍ଗରଟିକ୍ରାର ଭୀମ ବିଶ୍ବାଳ ବୋଲି ସୂଚନା ମିଳିଛି। ସୋମବାର ବିଳମ୍ଵିତ ରାତିରେ ତାଙ୍କୁ କେହି ନିର୍ମମ ଭାବେ ହତ୍ୟା କରିଥିବା ଅନୁମାନ କରାଯାଉଛି। ହତ୍ୟାର କାରଣ ଜଣା ପଡ଼ିନାହିଁ। ପୁଲିସ ତଦନ୍ତ ଚଳାଇଛି। ଅନ୍ୟପଟେ ଗତ ୨ ଦିନ ତଳେ ଅତିବିରା ଥାନା ଗୋଡଭଗା ନିକଟ ସତୀଯୋର ପାଖରେ ଜଣେ ଟେଲର ମାଷ୍ଟରଙ୍କୁ ହତ୍ୟା କରାଯାଇଥିବା ବେଳେ ଅଭିଯୁକ୍ତକୁ ଧରିବାରେ ପୁଲିସ ଫେଲ୍ ମାରିଛି। ଏବେ ବିଚ୍ ରାସ୍ତାରେ ଆଉ ଏକ ହତ୍ୟା ଘଟଣା ବରଗଡ଼ରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପୁଲିସ ପାଇଁ ଖୋଲା ଚ୍ୟାଲେଞ୍ଜ୍ ସୃଷ୍ଟି ହୋଇଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme