Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୭ ୱିକେଟରେ ୱେଷ୍ଟଇଣ୍ଡିଜକୁ ହରାଇବା ୨-୦ରେ ସିରିଜ ଜିତିଲା ଭାରତ

Posted on October 14, 2025

ନୂଆଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଚାଲିଥିବା ଭାରତ-ୱେଷ୍ଟଇଣ୍ଡିଜ ଦ୍ବିତୀୟ ଟେଷ୍ଟ ଜିତିଲା ଭାରତ । ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର ଟାର୍ଗେଟ ଦେଇଥିଲା । ଯାହାକୁ ଭାରତ ୩ ୱିକେଟ ହରାଇ ଭାରତ ସହଜରେ ଜିତିନେଇଛି ।

କେଏଲ ରାହୁଲଙ୍କ ଅପରାଜିତ ଅର୍ଦ୍ଧଶତକ ୫୮ ରନ୍, ସାଇ ସୁଦର୍ଶନ ୩୯ ରନ, ଶୁବମନ ଗିଲ ୧୩ ରନ୍, ଯଶସ୍ବୀ ଜୟସୱାଲ ୮ ରନ୍ କରିଥିବା ବେଳେ ଧ୍ରୁବ ଜୁରେଲ ୬ ରନ କରି ଅପରାଜିତ ରହିଛନ୍ତି ।

ଫଲୋଅନ୍ ସତ୍ତ୍ୱେ ଦ୍ବିତୀୟ ଟେଷ୍ଟ ପଞ୍ଚମ ଦିନ ପର୍ଯ୍ୟନ୍ତ ଯାଇଥିଲା । ଯାହା ଫଳରେ ଭାରତକୁ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାକୁ ପଡ଼ିଥିଲା । ଦ୍ବିତୀୟ ଇନିଂସରେ ୱେଷ୍ଟଇଣ୍ଡିଜ୍ ଦଳ ୨୭୦ରନ୍‌ର ଟ୍ରାଏଲକୁ ପୂରଣ କରି ୩୯୦ ରନ୍ କରିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme