Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବର୍ଷା ଛାଡିବା ପରେ ଶୀତ ଅନୁଭୂତ

Posted on October 15, 2025

ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଜାରି ରହିଛି। ଆଜି ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି। ଆସନ୍ତା ୨ ଦିନରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ଫେରିଯିବାକୁ ପରିବେଶ ଅନୁକୂଳ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, କେବଳ ଓଡ଼ିଶା ନୁହେଁ, ଆସନ୍ତା ୨ ଦିନରେ ସାରା ଦେଶରୁ ମୌସୁମୀ ବିଦାୟ ନେବା ପାଇଁ ପାଣିପାଗ ଅନୁକୂଳ ହେବାରେ ଲାଗିଛି। 

ଏହି ସମୟରେ ଦକ୍ଷିଣ ଉପଦ୍ବୀପ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ ଉତ୍ତରପୂର୍ବ ବାୟୁ ଚଳନ ଆରମ୍ଭ ହୋଇଯିବ। ଫଳରେ ଦକ୍ଷିଣ-ପୂର୍ବ ଉପଦ୍ବୀପ ଅଞ୍ଚଳରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଯୋଗୁଁ ବର୍ଷା ଆରମ୍ଭ ହୋଇଯିବ। ଆସନ୍ତାକାଲି କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ରାଜ୍ୟର ପାଗ ଏବେ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୩ ଡିଗ୍ରି ମଧ୍ୟରେ ରହିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme