Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Posted on October 15, 2025

ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୬ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ।ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୬ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି। 

 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme