Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବାସୁଦେବପୁର ବ୍ଲକ କୃଷି ଅଧିକାରିଣୀଙ୍କ ଆତ୍ମହତ୍ୟା ସନ୍ଧେହ ଘେରରେ

Posted on October 16, 2025

ବାସୁଦେବପୁର : ବାସୁଦେବପୁର ବ୍ଲକରେ କାର୍ଯ୍ୟରତ କୃଷି ଅଧିକାରିଣୀ ନିହାରିକା ଦଳେଇ ତାଙ୍କ ଭଡ଼ା ଘରେ ଆତ୍ମହତ୍ୟା କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଆଜି କୃଷି ଅଧିକାରିଣୀ କାର୍ଯ୍ୟାଳୟକୁ ଆସି ନଥିବା ବେଳେ ରହୁଥିବା ଭଡାଘରେ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି ତାହା ସନ୍ଧେହ ଘେରରେ ରହିଛି। ତେବେ ପୁଲିସ ପହଞ୍ଚି ଛାନଭିନ କରି ଆତ୍ମହତ୍ୟା କରିଥିବା ସନ୍ଦେହ କରିଛି। ହେଲେ ଶବକୁ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ ସହିତ ବ୍ୟବଚ୍ଛେଦ କରିବାକୁ ପଠାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme