
ଧୀରେ ଧୀରେ ବଢୁଛି ସୁନା ଏବଂ ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୮,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୧୮,୧୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୨୯,୪୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୧୮,୬୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୨୯,୪୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୧୮,୬୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୯,୫୯୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୮,୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୨୯,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୯,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୯,୪୪୦ ଓ ୧, ୧୮,୬୫୦ ଟଙ୍କା ରହିଛି ।
ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୮୯,୦୦୦ ଟଙ୍କା ହୋଇଛି ।
