Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାସ୍ତା ନିର୍ମାଣ ଓ ମରାମତି ଦାବିରେ ୧୦ ଘଣ୍ଟିଆ ବନ୍ଦ

Posted on October 17, 2025

ତାଳଚେର: ତାଳଚେର ନୂଆଁ ବଲଣ୍ଡା ଠାରେ ରାସ୍ତା ନିର୍ମାଣ ଓ ମରାମତି ଦାବିରେ କଣିହାଁ ବିଜୁ ଜନତା ଦଳ ପକ୍ଷରୁ ୧୦ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଡାକାରା ଦିଆଯାଇଛି । ସକାଳ ୮ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଉକ୍ତ ରାସ୍ତାରେ ଭାରି ଯାନ ଚଳାଚଳକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇଛି । ଅନ୍ୟପଟେ ଏନଟିପିସିକୁ ଯାଉଥିବା କୋଇଲା ବୋଝେଇ ଟ୍ରେନକୁ ମଧ୍ୟ ବନ୍ଦ କରାଯାଇଛି । ସୂଚନା ଅନୁସାରେ ଉକ୍ତ ରାସ୍ତାରେ ଏନଟିପିସି ଓ ଜେଆଇଟିପିଏଲ କମ୍ପାନୀ ପକ୍ଷରୁ ପ୍ରତ୍ୟକଦିନ ହଜାର ହଜାର ଭାରିଯାନ ଚଳାଇବା ଫଳରେ ରାସ୍ତାଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ଶୋଚନୀୟ ହୋଇପଡିଥିବା ବେଳେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାସ୍ତା ନିର୍ମାଣ ଓ ମରାମତି ପାଇଁ ବାରମ୍ବାର ଦାବି ଆପତ୍ତି ହୋଇଥିଲେ ମଧ୍ୟ କମ୍ପାନୀ କତ୍ତୃପକ୍ଷ କର୍ଣ୍ଣପାତ କରୁନଥିବାରୁ ଆଜି ଠାରୁ ଏହି ଅର୍ଥନୈତିକ ଅବରୋଧର ଡାକାରା ଦିଆଯାଇଛି । ଯେ ପର୍ଯ୍ୟନ୍ତ ରାସ୍ତା ମରାମତି ଓ ନିର୍ମାଣ କାର୍ଯ୍ୟ କରାନଯାଇଛି ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଦଳ ପକ୍ଷରୁ କୁହାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme