କାର୍ ଉପରେ ଓଲଟିପଡ଼ିଲା ବସ୍ , ୪ ଗୁରୁତର Posted on October 18, 2025 କାର୍ ଉପରେ ଓଲଟିପଡ଼ିଲା ବସ। ୪ ଜଣ ଗୁରୁତର। ଏଭଳି ଘଟଣା ଦେଖିବାକୁ ମିଳିଛି। ବାରିପଦା NH- ୪୯ର ବାଙ୍ଗିରିପୋଷି ଘାଟିରେ। କାରର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବାବେଳେ ବସ୍ର କିଛି ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ରଖିଛି।