Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦିୱାଲି ପରେ କମିଲା ସୁନା ଏବଂ ରୂପା ଦର ।

Posted on October 22, 2025

ଦିୱାଲି ପରେ କମିଲା ସୁନା ଏବଂ ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୨୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୬,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୭,୨୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୬,୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୭,୨୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୬,୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୨୭,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୬,୭୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୭,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୭,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୭,୨୦୦ ଓ ୧,୧୬,୬୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୬୨,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
  • ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ
  • ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
  • ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (283)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (59)
  • ରାଜ୍ୟ (903)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme