Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବ୍ରିଜରୁ ଖସିଲା ବାଇକ, ଯୁବକଙ୍କ ମୃତ୍ୟୁ

Posted on October 23, 2025

ବ୍ରିଜରୁ ୩୦ ଫୁଟ ତଳକୁ ଖସିଲା ବାଇକ। ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମୌଳଭଣଞ୍ଜା ବ୍ରିଜରେ ଗୋଟିଏ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ୩୦ଫୁଟ ତଳକୁ ଖସିପଡ଼ିଛି । ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି ।  ମୃତକ ହେଲେ ଧର୍ମପୁର ଗାଁର ମିଥୁନ ଦୋରା ।

ବିଳମ୍ବିତ ରାତିରେ ଦୃତ ଗତିରେ ଦିଗପହଣ୍ଡି ପଟୁ ନିଜ ଗାଁ ଅଭିମୁଖେ ଯାଉଥିବା ବେଳେ ବ୍ରିଜ୍ ଉପରୁ ୩୦ ଫୁଟ ତଳକୁ ନଦୀକୁ ଖସି ପଡ଼ିଥିଲା ବାଇକ। ସ୍ଥାନୀୟ ବାସିନ୍ଦା ଦମକଳ ବାହିନୀକୁ ଖବର ଦେବା ନଦୀରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme