Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭାଇକୁ ଠେଙ୍ଗାରେ ପିଟି ହତ୍ୟା କଲା ଭାଇ

Posted on October 23, 2025

ବଡ଼ଭାଇକୁ ଠେଙ୍ଗାରେ ପିଟି ହତ୍ୟା । ଘର ଡିହ ବଣ୍ଟନକୁ କେନ୍ଦ୍ର କରି ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ ହୋଇଛିନ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅନ୍ତର୍ଗତ ବଣକାଟି ଗାଁର ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଖୁଦିରାମ ସିଂ।

ଗାଁରେ ଘରଡିହ ବଣ୍ଟନକୁ ନେଇ ଦୁଇଭାଇଙ୍କ ମଧ୍ୟରେ ଥିବା କଳହ ଉଗ୍ରରୂପ ନେଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସାନ ଭାଇ ଅଭିରାମ ସିଂ ଏକ ଠେଙ୍ଗାରେ ବଡ଼ ଭାଇକୁ ଆକ୍ରମଣ କରିଥିଲା । ଗୁରୁତର ଅବସ୍ଥାରେ ଖୁଦିରାମ ସିଂଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣା ପରେ ଅଭିଯୁକ୍ତ ସାନ ଭାଇ ଫେରାର ହୋଇଯାଇଥିଲା । ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି କମର୍ଦ୍ଦା ଥାନା ଅଞ୍ଚଳରୁ ଅଭିରାମ ସିଂଙ୍କୁ ଗିରଫ କରିବା ସହ ଅଧିକ ତଦନ୍ତ କରୁଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme