Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ଦାନା ବାନ୍ଧୁଛି ଲଘୁଚାପ, ୨୬ରେ ଅବପାତ

Posted on October 24, 2025

ପୁଣି ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ  ଦକ୍ଷିଣ ଆଣ୍ଡାମାନ ସାଗର ଉପରେ  ଏକ ଘୂର୍ଣ୍ଣିବଳୟ ରହିଛି । ଶୁକ୍ରବାରକୁ ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ  କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା  ଲଘୁଚାପ ରୂପ ନେବା ସମ୍ଭାବନା ଅଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ସମ୍ଭାବ୍ୟ ଲଘୁଚାପ  ୨୬ ତାରିଖବେଳକୁ ଅବପାତ ରୂପ  ନେଇପାରେ ।

ବର୍ତ୍ତମାନ ରାଜ୍ୟରେ ପ୍ରତିଦିନ  କିଛି କିଛି ଜାଗାରେ ଘଡ଼ଘଡ଼ି ସହ  ବର୍ଷା ହୋଇପାରେ । ଆସନ୍ତା ୨୭  ଓ ୨୮ରେ ରାଜ୍ୟରେ ବର୍ଷା ବଢ଼ିବା  ସମ୍ଭାବନା ଅଛି । ଭୁବନେଶ୍ୱର  ପାଣିପାଗ କେନ୍ଦ୍ର ଅନୁସାରେ  ଶୁକ୍ରବାର ଦକ୍ଷିଣ ଓଡ଼ିଶାର କିଛି  ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ । ବାକି ଅଞ୍ଚଳରେ  ପାଗ ଶୁଖିଲା ରହିବ । ୨୫ରେ  ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି  ଜାଗାରେ ଘଡ଼ଘଡ଼ି ସହ ବର୍ଷା  ସମ୍ଭାବନା ଅଛି । ୨୭ ଓ ୨୮ରେ  ବର୍ଷା ପରିମାଣ ବଢ଼ିପାରେ । ଏହି  ସମୟରେ ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା ଅଛି । ୨୯ରୁ ବର୍ଷା  କମିପାରେ । ତା’ପରେ ପାଗରେ  ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme