Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମା’ କାଳୀଙ୍କ ମେଢ ବୁଲିଲେ ମୁଖ୍ୟମନ୍ତ୍ରୀ

Posted on October 24, 2025

କାଳୀ ମେଢ ବୁଲି ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ସନ୍ଧ୍ୟାରେ କେନ୍ଦୁଝର ସହରର ମାଧପୁର କାଳୀ ମନ୍ଦିରକୁ ଯାଇଥିଲେ ।  ସେଠାରେ ମା କାଳୀଙ୍କୁ ଆଳତି କରି ପୁଷ୍ପାଞ୍ଜଳି ଦେଇ ଆଶୀର୍ବାଦ ନେଇଥିଲେ ।  ମନ୍ଦିର ପକ୍ଷରୁ ମା କାଳୀଙ୍କର ଏକ ଫଟୋ ଚିତ୍ର ଦିଆଯାଇଥିଲା ।

ମୁଖ୍ୟମନ୍ତ୍ରୀ ସେଠାରେ ଉପସ୍ଥିତ କୁନିକୁନି ପିଲାମାନଙ୍କୁ ଚକୋଲେଟ ବାଣ୍ଟି ଥିଲେ । ପରେ କାଶୀପୁର ସ୍ଥିତ ଶ୍ମଶାନ କାଳୀ ପୂଜା ମଣ୍ଡପ, ଟେଲିଫୋନ ଏକ୍ସଚେଞ୍ଜ ଛକ ନିକଟସ୍ଥ ନେତ୍ରା କାଳୀ ପୂଜା ମଣ୍ଡପକୁ ଯାଇ ସେଠାରେ ମଧ୍ୟ ମା’ କାଳୀଙ୍କର ଆଶୀର୍ବାଦ ନେଇଥିଲେ । ଶେଷରେ କାଳୀ ତୀର୍ଥ ପୂଜା ମଣ୍ଡପକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିଥିଲେ । ବିଭିନ୍ନ ଅନୁଷ୍ଠାନର ନିମନ୍ତ୍ରଣ ପାଇ ମାଆଙ୍କ ଦର୍ଶନ କରି ଆଶିଷ ନେଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme