Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ, ୭ ପ୍ରସ୍ତାବ ଉପରେ ବାଜିପାରେ ମୋହର

Posted on October 25, 2025

ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ, ତୃତୀୟ ମହଲା କନ୍ଫରେନ୍ସ ହଲ୍‌ରେ ଅପରାହ୍ନ ୫ଟାରେ ହେବ।

ବୈଠକରେ ପ୍ରାୟ ୭ଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ। ମିଳିଥିବା ସୂଚନା ଅନୁଯାୟୀ, ଆଇନ, ପୂର୍ତ୍ତ, ଜଳ ସମ୍ପଦ, ଗୃହ, ସ୍କୁଲ ଓ ଗଣଶିକ୍ଷା ବିଭାଗର କେତେକ ପ୍ରସ୍ତାବ ଉପରେ ମୁଖ୍ୟମନ୍ତ୍ରୀଙ୍କ ମୋହର ଲାଗିପାରେ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme