Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପଶ୍ଚିମ ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ, ତିନୋଟି କୋଠା ଭୁଶୁଡ଼ି ପଡ଼ିଛି

Posted on October 28, 2025

ପଶ୍ଚିମ ତୁର୍କୀର ବାଲିକେସିର ପ୍ରଦେଶର ସିନ୍ଦିର୍ଗି ସହରରେ ସୋମବାର ରାତି ୧୦:୪୮ରେ ୬.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା । AFAD ଅନୁସାରେ ଏହି ଭୂମିକମ୍ପ ୫.୯୯ କିଲୋମିଟର ଗଭୀରତାରେ ହୋଇଥିଲା ଏବଂ ଇସ୍ତାନବୁଲ, ବୁର୍ସା, ମାନିସା ଓ ଇଜମିରରେ ମଧ୍ୟ ଝଟକା ଅନୁଭୂତ ହୋଇଥିଲା।
. ଗୃହମନ୍ତ୍ରୀ ଅଲି ୟେରଲିକାୟା କହିଛନ୍ତି ଯେ ସିନ୍ଦିର୍ଗିରେ ଅତି କମରେ ତିନୋଟି ଖାଲି କୋଠା ଏବଂ ଏକ ଦୁଇ ମହଲା ଦୋକାନ ଭୁଶୁଡ଼ି ପଡ଼ିଛି । ପୂର୍ବ ଭୂମିକମ୍ପରେ ଏହି କୋଠାଗୁଡ଼ିକ କ୍ଷତିଗ୍ରସ୍ତ ହୋଇସାରିଛି । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଆତଙ୍କ ଯୋଗୁଁ ପଡ଼ିଯିବା ପରେ ଦୁଇଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସିନ୍ଦିର୍ଗି ଜିଲ୍ଲାପାଳ ଡୋଗୁକାନ କୋୟୁନକୁ କହିଛନ୍ତି ଯେ, ଏପର୍ଯ୍ୟନ୍ତ କୌଣସି ମୃତାହତ କିମ୍ବା ବଡ଼ କ୍ଷତିର ଖବର ମିଳିନାହିଁ, କିନ୍ତୁ ଆମେ ଆମର ମୂଲ୍ୟାଙ୍କନ କାର୍ଯ୍ୟ ଜାରି ରହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme