Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଚଳନ୍ତା ଯାତ୍ରୀବାହୀ ବସରେ ଲାଗିଲା ନିଆଁ, ୨ ମୃତ, ୧୨ ଆହତ

Posted on October 28, 2025

ମନୋହରପୁର ଥାନା ଅଞ୍ଚଳରେ ଶ୍ରମିକ ଭର୍ତ୍ତି ବସ୍ ହାଇଟେସନ୍ ଲାଇନ୍ ସଂସ୍ପର୍ଶରେ ଆସିବା ପରେ ଭୟଙ୍କର ଦୁର୍ଘଟଣା ଘଟିଛି। ବିଦ୍ୟୁତ୍ ଆଘାତରେ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଓ ୧୨ ଜଣ ଆହତ ହୋଇଛନ୍ତି।

ସୂଚନାନୁଯାୟୀ, ବସ୍‌ଟି ଉତ୍ତରପ୍ରଦେଶରୁ ମନୋହରପୁରର ଟୋଡି ସ୍ଥିତ ଇଟା ଭାଟିକୁ ଆସୁଥିଲା। ବସ୍‌ଟି ୧୧ ହଜାର ଭୋଲ୍ଟର ତାର ସଂସ୍ପର୍ଶରେ ଆସିବା ସହିତ କରେଣ୍ଟ ମାରି ନିଆଁ ଲାଗିଯାଇଥିଲା।

ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲେ। ଆହତମାନଙ୍କୁ ଶାହପୁରା ହସ୍ପିଟାଲକୁ ପଠାଯାଇଥିଲା ଓ ତା’ମଧ୍ୟରୁ ୫ ଜଣଙ୍କୁ ଗୁରୁତର ଅବସ୍ଥାରେ ଜୟପୁରକୁ ରେଫର କରାଯାଇଛି।

ପୋଲିସ ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme