Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରକ୍‌କୁ ପିଟିଲା ଘରୋଇ ଯାତ୍ରୀବାହୀ ବସ୍ ; ୨ ମୃତ

Posted on October 29, 2025

ଟ୍ରକ୍‌କୁ ପିଟିଲା ଘରୋଇ ଯାତ୍ରୀବାହୀ ବସ୍‌। ଓଡ଼ିଶାରୁ କଲିକତା ବାବୁଘାଟ ଫେରୁଥିବା ଡଲଫିନ ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ଡ୍ରାଇଭର ଏବଂ ହେଲ୍ପରଙ୍କ ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣଙ୍କୁ ବାଲେଶ୍ୱର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ଏଭଳି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ବୁଧବାର ଭୋର ୨ଟାରେ ପଶ୍ଚିମବଙ୍ଗର ଏକ ଡଲଫିନ ନାମକ ଘରୋଇ ଯାତ୍ରୀବାହୀ ବସ୍‌ ୬୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଓଡ଼ିଶାରୁ କଲିକତା ବାବୁଘାଟ ଫେରୁଥିଲା । ଏହି ସମୟରେ ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଜଳେଶ୍ୱର ଲକ୍ଷ୍ମଣନାଥ ଟୋଲଗେଟ୍ ପଛକୁ ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଡ୍ରାଇଭର ଓ ହେଲ୍ପରଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ୯ ଜଣ ଗୁରୁତର ହୋଇଥିଲେ । ଏସମ୍ପର୍କରେ ଖବର ପାଇ ଜଳେଶ୍ୱର ପୁଲିସ ଘଟଣା ସ୍ଥଳରେରେ ପହଞ୍ଚିଛନ୍ତି । ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣଙ୍କୁ ବାଲେଶ୍ୱର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme