Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଡ଼ି ପାଉଁଶ ହୋଇଗଲା ୩୦ ଲକ୍ଷ ଟଙ୍କାର ସମ୍ପତ୍ତି

Posted on October 30, 2025

ରାଜଧାନୀ ଭୁବନେଶ୍ୱରର ପଳାସୁଣୀ ଅଞ୍ଚଳର ଏକ କୋଠାରେ ଗୁରୁବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ସପ୍ତସତୀ ବିହାରରେ ଏହି ଅଗ୍ନିକାଣ୍ଡ ଘଟିଛି।

ସୂଚନା ଅନୁଯାୟୀ, ଗୁରୁବାର ଭୋର ପ୍ରାୟ ୪ଟା ସମୟରେ, ଭୁବନେଶ୍ୱର ପଳାସୁଣୀର ସପ୍ତସତୀ ବିହାର ଅଞ୍ଚଳରେ ଥିବା ଇକ୍ୱିପେଜ୍ ଇନଫ୍ରା କୋ. ପ୍ରାଇଭେଟ୍ ଲିମିଟେଡ୍ କୋଠାରେ ଅଗ୍ନିକାଣ୍ଡ ଘଟିଛି।

ସ୍ଥାନୀୟ ଲୋକେ ଏନେଇ ଅଗ୍ନିଶମ ସେବା ବିଭାଗକୁ ଜଣାଇଥିଲେ।ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ ପ୍ରାୟ ୩୦ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇ ଯାଇଥିବା କୁହାଯାଇଛି। ପୋଡ଼ି ଯାଇଥିବା ସମଗ୍ରୀ ମଧରେ କମ୍ପ୍ୟୁଟର ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ରହିଛି।

ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme