Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜରାସ୍ତାରେ ଲୁଟ୍ ପରେ ଏବେ ଘର ମୁହାଁ ଚୋର

Posted on October 30, 2025

ଧର୍ମଶାଳା ପରେ ଏବେ ଜେନାପୁର ଥାନା ଅଞ୍ଚଳରେ ଚୋରଙ୍କ ଉତ୍ପାତ। ରାଜରାସ୍ତାରେ ଲୁଟ୍ ପରେ ଏବେ ମାଲଗୋଦାମ ଓ ଘର ମୁହାଁ ଚୋର। ପାନ ମସଲା ଗୋଦାମରୁ ଲୁଟ୍। ସଟର୍ ଭାଙ୍ଗି ଲୁଟିନେଲେ ୧୩ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ପାନ ମସଲା। ଏନେଇ ଜେନାପୁର ଥାନାରେ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ବୁଧବାର ରାତି ପ୍ରାୟ ୨ଟା ବେଳେ ଜେନାପୁର ଥାନା ଅଞ୍ଚଳରେ ଥିବା ଏକ ପାନ ମସଲା ଗୋଦାମରୁ ଚୋରି ହୋଇଛି। ବିଳମ୍ଵିତ ରାତିରେ ଦୁର୍ବୃତ୍ତମାନେ ସଟର୍ ଭାଙ୍ଗି ୧୫୦ ପ୍ୟାକେଟ୍‌ରୁ ଉର୍ଦ୍ଧ୍ଵ ପାନ ମସଲା ଚୋରି କରି ନେଇଛନ୍ତି। ଏନେଇ ଗୋଦାମ ମାଲିକ ଜେନାପୁର ଥାନାରେ ଅଭିଯୋଗ କରିଛନ୍ତି। ଚଡେଇଧରା ଫାଣ୍ଡି ପୁଲିସଙ୍କ ସହ ୨ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛ। ଚୋରି ହୋଇଥିବା ପାନ ମସଲାର ଆନୁମାନିକ ମୂଲ୍ୟ ୧୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ହେବ ବୋଲି କୁହାଯାଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme