Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ, ଭୟଭୀତ ଗ୍ରାମବାସୀ

Posted on October 31, 2025

ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ଅଳଭା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଗାଁରେ ଥିବା ପୋଖରୀରେ କୁମ୍ଭୀର ବୁଲୁଥିବା ଲୋକେ ଦେଖିଥିଲେ । ତେବେ ଆଜି ସଖାଳୁ କୁମ୍ଭୀରକୁ ଦେଖିବା ପାଇଁ ପୋଖରୀ କୂଳରେ ଗ୍ରାମବାସୀଙ୍କ ଭିଡ ଜମିଥିଲା । ସଖାଳୁ ପୁଣି କୁମ୍ଭୀର ବୁଲୁଥିବା ବେଳେ ପୋଖରୀରେ ଛଡା ଯାଇଥିବା ମାଛକୁ ଖାଉଥିବା ନେଇ ଅଭିଯୋଗ କରିଛନ୍ତି ମାଛ ଚାଷୀ ।

ସେମାନଙ୍କ କହିବା ଅନୁଯାଇ ପୋଖରୀରେ ଦେଢ଼ ଲକ୍ଷ ଟଙ୍କାର ମାଛ ଛଡା ଯାଇଥିଲା । ହେଲେ କୁମ୍ଭୀର ପଶି ସବୁ ସାରିଦେଲା । ଏନେଇ ବନ ବିଭାଗ କ୍ଷତି ପୂରଣ ଦେବା ପାଇଁ ଦାବି ହୋଇଛି । ତେବେ ବ୍ରାହ୍ମଣୀରେ କୁମ୍ଭୀର ଆତଙ୍କ ଲାଗି ରହିଥିବା ବେଳେ ଏବେ କୁମ୍ଭୀର ଗାଁ ମୁହାଁ ହେବା ନେଇ ଏବେ ସାଧାରଣ ଲୋକେ ଆତଙ୍କିତ ହୋଇପଡିଛନ୍ତି । ଅନ୍ୟପଟେ ବନ ବିଭାଗ ଅଧିକାରୀ ଗାଁରେ ପହଞ୍ଚି ଜାଲ ଦ୍ୱାରା କୁମ୍ଭୀରକୁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme