Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୋଦିଙ୍କ ଶ୍ରଦ୍ଧାଞ୍ଜଳି ସହ ଗୁଜୁରାଟରେ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳିତ

Posted on October 31, 2025

ଭାରତର ଲୋହପୁରୁଷ ସର୍ଦ୍ଦାର ବଳ୍ଲଭଭାଇ ପଟେଲଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହେଲା। ଗୁଜରାଟ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ସର୍ଦ୍ଦାର ପଟେଲଙ୍କ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

୨୦୨୫ ମସିହାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀରେ ଏହି ଏକତା ଦିବସ ପାଳନ ବିଶେଷ ଭାବରେ ଅନୁଷ୍ଠିତ ହେଲା, ଯାହା ଦେଶର ଏକତା, ଅଖଣ୍ଡତା ଏବଂ ଜାତୀୟ ସଂହତିର ପ୍ରତୀକ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme