Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ୍ ଭିଜିଟ୍, ବିଭାଗର କାର୍ଯ୍ୟ ପରିଦର୍ଶନ

Posted on October 31, 2025

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳ ୧୦:୧୫ରେ ରାଜୀବ ଭବନକୁ ଅଚାନକ ପହଁଚି, ବିଭାଗର କାର୍ଯ୍ୟାଳୟରେ କାର୍ଯ୍ୟ ପରିଦର୍ଶନ କରିଥିଲେ। ତାଙ୍କ ଅନୁସାରେ, ସରକାରୀ ଅଧିକାରୀମାନେ ସମୟରେ ଅଫିସ୍‌କୁ ଆସୁଛନ୍ତି କି ନାହିଁ ଏବଂ କାର୍ଯ୍ୟର ଗତି କେମିତି ଚାଲିଛି, ସେଥିରେ ମୁଖ୍ୟମନ୍ତ୍ରୀ ନିଜ ଦୃଷ୍ଟି ରଖିଥିଲେ।

ସେ ଉନ୍ନୟନ କମିଶନ, ରାଜ୍ୟ ହାଇଡ୍ରୋ ଲୋଜିକାଲ ଡାଟା ସେଣ୍ଟର ସହିତ ଡ୍ୟାମ, ନଦୀ ବନ୍ଦ ସମ୍ପର୍କିତ ବିଭାଗର କାର୍ଯ୍ୟର ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ଅଧିକ ଜଳ ସଂରକ୍ଷଣ ପାଇଁ ବିଭାଗକୁ ପରାମର୍ଶ ଦେଇ, ୧୫ ଲକ୍ଷ ହେକ୍ଟର ଜମିର ଜଳ ସେଚନ ଟାର୍ଗେଟ ପୂରଣ ପାଇଁ ମିଶନ୍ ମୋଡ଼ରେ କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜୀବ ଭବନ ଅଧିକ ଚଳଚଞ୍ଚଳ ଓ ସ୍ମାର୍ଟ ହେବା ଦରକାର।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme