Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜଳିଗଲା ଗ୍ୟାସ୍ ବୋଝେଇ ଟ୍ରକ୍

Posted on November 2, 2025

ହୁ ହୁ ହୋଇ ଜଳିଗଲା ଟ୍ରକ । ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା- ବୀରମହାରାଜପୁର ରାସ୍ତା ଜଟେସିଂହା ହରିହରଯୋର ସେତୁ ନିକଟରେ ଘଟିଛି ଅଘଟଣ । ଇଣ୍ଡିଆନ୍ ଗ୍ୟାସ୍ ବୋଝେଇ ଟ୍ରକଟି ଡିପୋରୁ ମାଲ ନେଇ ବୀରମହାରାଜପୁର ଗ୍ୟାସ ପଏଣ୍ଟକୁ ଆଣୁଥିବାବେଳେ ଗାଡି ଇଂଜିନରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ଖବରପାଇ ବୀରମହାରାଜପୁର ଅଗ୍ନିଶମ ବିଭାଗର ତିନୋଟି ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା l

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ଚାଳକକୁ ଛୁରାମାଡ଼, ଟଙ୍କା ଓ ମୋବାଇଲ ଲୁଟ୍
  • ଡାକଘରୁ ଚୋରି, ଲକର ଭାଙ୍ଗି ପ୍ରାୟ ୩୦ ଲକ୍ଷ ଟଙ୍କାର ଲୁଟ୍
  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (908)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme