Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଇରନ ବୋଝେଇ ଟ୍ରକରୁ ମେସିନ କଟରରେ କାଟି ଗୁରୁତର ଭାବେ ଡ୍ରାଇଭର ଉଦ୍ଧାର।

Posted on November 2, 2025

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୧୪୯ ନଂ ଜାତୀୟ ରାଜପଥର ବଅଁରପାଳ ଗାଁ ନିକଟରେ ରାସ୍ତା ଉପରେ ଏକ ୧୮ ଚକିଆ ଆଇରନ ବୋଝେଇ ଟ୍ରକ ଓଲଟି ଜଣେ ଡ୍ରାଇଭର ଗୁରୁତର ହୋଇଛନ୍ତି। ଗୁରୁତର ଡ୍ରାଇଭର ଜଣଙ୍କ ଝାଡାଖଣ୍ଡର ରୋହିତ ରାୱତ।ତେବେ ରୋହିତ ଟ୍ରକରେ କେନ୍ଦୁଝର ବଡ଼ବିଲରୁ ଆଇରନ ନେଇ ଢେଙ୍କାନାଳ ଯାଉଥିବା ବେଳେ ଅସାବଧାନତା କାରଣରୁ ଜାତୀୟ ରାଜପଥ ଉପରେ ଟ୍ରକଟି ଓଲଟି ପଡିଥିଲା। ଏବଂ ସେ ଟ୍ରକ ଭିତରେ ପ୍ରାୟ ଏକ ଘଣ୍ଟା ଧରି ଚାପି ହୋଇ ରହିଥିଲେ। ତାଙ୍କୁ ପରଜଙ୍ଗ ଅଗ୍ନିଶମ କର୍ମଚାରୀ ମାନେ କଟର ମେସିନ ମାଧ୍ୟମରେ କାଟି ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ରୋହିତଙ୍କୁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ତେବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି। ସେପଟେ ପୋଲିସ ପହଞ୍ଚି ରାସ୍ତା ଉପରୁ ଦୁର୍ଘଟଣାଗ୍ରସ୍ତ ଗାଡିକୁ ହଟାଇବା ପରେ ଯାତାୟାତ ସ୍ୱାଭାବିକ ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme