Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

E-Kyc ନଥିଲେ ବି ମିଳିବ ରାସନ୍, ପ୍ରକ୍ରିୟା ଡିସେମ୍ବର ୩୧ ଯାଏଁ ବୃଦ୍ଧି

Posted on November 2, 2025

ଇ-କେଓ୍ବାଇସି ନଥିଲେ ବି ମିଳିବ ଚାଉଳ । ଇ-କେଓ୍ବାଇସି ପ୍ରକ୍ରିୟା ଡିସେମ୍ବର ୩୧ ତାରିଖ ଯାଏ ବୃଦ୍ଧି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସମସ୍ତ ପିଡିଏସ ହିତାଧିକାରୀଙ୍କୁ ମିଳିବ ଚାଉଳ । ଏନେଇ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ସମୟରେ ରାଜ୍ୟରେ ଇ-କେଓ୍ବାଇସି ପ୍ରକ୍ରିୟା ଜାରି ରହିଛି । ସମସ୍ତ ୧୧,୮୨୭ଟି ଖାଉଟି ସୁଲଭ ମୁଲ୍ୟ ଦୋକାନ ତଥା ୩୧୪ଟି ବ୍ଲକ୍ ଏବଂ ୬୪ଟି ପୌରାଞ୍ଚଳରେ କାର୍ଯ୍ୟରତ ଥିବା ରାସନ କାର୍ଡ ପରିଚାଳନା କେନ୍ଦ୍ରରେ ଇ-କେଓ୍ବାଇସି କାମ ଚାଲିଛି ।

ଏତତ୍‌ବ୍ୟତୀତ ବର୍ତ୍ତମାନ ସୁଦ୍ଧା ଇ-କେଓ୍ବାଇସି କରିଥିବା ହିତାଧିକାରୀ ମାନଙ୍କୁ ପ୍ରତ୍ୟେକ ମାସରେ ପିଡିଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛି I କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେଓ୍ବାଇସି ଆଳରେ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବେ ନାହିଁ । ଏହି ପ୍ରକ୍ରିୟା ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । କୌଣସି କାରଣରୁ ଇ-କେଓ୍ବାଇସି କରାଇ ନଥିବା ହିତାଧିକାରୀ ମାନେ ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାର ଯୁକ୍ତ ଇ-କେୱାଈସି କରାଇ ପାରିବେ । ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme