Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନବରଙ୍ଗପୁରରେ ଜନନୀ ଯନ୍ତ୍ରଣାର ଦାରୁଣ ଦୃଶ୍ୟ, ଦୁଇ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

Posted on November 3, 2025

ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ବ୍ଲକ ଘାଟଗୁଡା ପଞ୍ଚାୟତର ସିରାଗୁଡା ଗାଁରେ ଆଉଥରେ ଦେଖା ଦେଲା ଜନନୀ ଯନ୍ତ୍ରଣାର ବିକଳ ଚିତ୍ର। ଗାଁକୁ ଯାଉଥିବା ରାସ୍ତା ଅତ୍ୟନ୍ତ ଖରାପ ଥିବାରୁ ଆମ୍ବୁଲାନ୍ସ ଗର୍ଭବତୀଙ୍କ ଘର ପର୍ଯ୍ୟନ୍ତ ପହଞ୍ଚିପାରିଲା ନାହିଁ।

ଏହି ଅବସ୍ଥାରେ ୯ ମାସର ଗର୍ଭବତୀ ଶ୍ରୀଦେବୀ ଗୌଡ଼ଙ୍କୁ ତାଙ୍କ ପରିବାର ଲୋକେ ଦୁଇ କିଲୋମିଟର ଖଟିଆରେ ବୋହି ଆମ୍ବୁଲାନ୍ସ ପାଖକୁ ନେଇଯିବାକୁ ବାଧ୍ୟ ହୋଇଥିଲେ । ପରେ ସେଠାରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।

ଗାଁକୁ ଯାଇପାରୁନଥିବା ଆମ୍ବୁଲାନ୍ସ ଏବଂ ରାସ୍ତା ଅଭାବରେ ଗର୍ଭବତୀ ଓ ନବଜାତଙ୍କ ଦୁଃଖ ନବରଙ୍ଗପୁରର ଗ୍ରାମୀଣ ବିକାଶର ଦୁର୍ଦ୍ଦଶାକୁ ଆଉଥରେ ସ୍ପଷ୍ଟ କରିଦେଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme