Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଟ୍ରକ୍ ମାଡ଼ିଯିବା ଯୋଗୁଁ ଚାଲିଗଲା ୩ ଜୀବନ 

Posted on September 25, 2025

ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀ ମୃତ। ଗଞ୍ଜାମ ଜିଲ୍ଲା ପାଟପୁର ନିକଟସ୍ଥ ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ରାତିରେ ଏକ ହାଇୱା ଟ୍ରକ୍ ମାଡ଼ିଯିବା ଯୋଗୁଁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। 

ସୂଚନାନୁଯାୟୀ, ବୁଧବାର ରାତିରେ ଦିଗପହଣ୍ଡି ଅଞ୍ଚଳର ଅଶ୍ଵିନୀ କୁମାର ଦୋରା, ବାଳକୃଷ୍ଣ ରେଡ୍ଡୀ ଏବଂ ପନ୍ଦରା ସାହିର କାଳିଆ ବେହେରା ବାଇକ୍ ଯୋଗେ ପାଟପୁରରୁ ଦିଗପହଣ୍ଡି ଅଭିମୁଖେ ଯାଉଥିଲେ। ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟରେ ସେମାନଙ୍କୁ ଏକ ହାଇୱା ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାକୁ ସ୍ଥାନୀୟ ଅଞ୍ଚଲରେ ଉତ୍ତେଜନା ପ୍ରକାଶ ପାଇଛି।  

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme