Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦନ୍ତା ଆକ୍ରମଣରେ ଦୁଇ ଭାଇ ମୃତ

Posted on November 3, 2025

ଦୁଇ ଭାଇଙ୍କୁ ଦଳିଦେଲା ଦନ୍ତା ।  ଜଣେ ମୃତ, ଅନ୍ୟ ଜଣେ ଗୁରୁତର ।  କଳାହାଣ୍ଡି ଜିଲ୍ଲା ବିଶ୍ବନାଥପୁର ରେଞ୍ଜ କୁନ୍ନାକାଡୁ ଗାଁରେ ଅଘଟଣ ଘଟିଛି ।  ମୃତକ ହେଲେ କାଣୁ ମାଝୀଙ୍କ ୭ ବର୍ଷର ପୁଅ ରବି ମାଝୀ ।  ଗୁରୁତର ହେଲେ ସାମରି ମାଝୀ  । ଆଜି ଦୁଇ ଭାଇ ଚାଷଜମିକୁ ଯାଇଥିବାବେଳେ ହାତୀ ଆକ୍ରମଣ କରିଥିଲେ ।  ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme