Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବସ୍‌ରୁ ୨୦କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, କର୍ମଚାରୀ ଗିରଫ

Posted on September 25, 2025

 

ଗଞ୍ଜେଇ ନେଉଥିବା ଅଭିଯୋଗରେ ରାଇକିଆ ପୁଲିସ ଭୁବନେଶ୍ୱର ଯାଉଥିବା ବେଲୁନ୍ ନାମକ ଏକ ଘରୋଇ ବସ୍‌କୁ ଧରିବାରେ ସଫଳ ହୋଇଛି । ବସ୍‌ରୁ ମୋଟ ୨୦ କେଜି ୧୫୦ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ବସ୍ କର୍ମଚାରୀଙ୍କୁ ଗିରଫ କରିଛି ପୁଲିସ ।

ସୂଚନା ମୁତାବକ, ବେଲୁନ୍ ନାମକ ଏକ ଘରୋଇ ବସ୍‌ରେ ଗଞ୍ଜେଇ ରାଇକିଆରୁ ଭୁବନେଶ୍ୱର ଯାଉଥିଲା । ଏସମ୍ପର୍କରେ ଖବର ପାଇ ପୁଲିସ ଉକ୍ତ ବସ୍‌ଟିରୁ ଅଟକାଇଥିଲା । ଗଞ୍ଜେଇ ନେଉଥିବା ନେଇ କୌଣସି ଯାତ୍ରୀ ଧରା ପଡ଼ି ନଥିବାରୁ ପୁଲିସ ଗାଡ଼ିର କର୍ମଚାରୀଙ୍କୁ ଗିରଫ କରିଛି । ଖବର ପାଇ ଅତିରିକ୍ତ ତହସିଲଦାର ଦିଲ୍ଲୀପ ବେହେରା ଘଟଣା ସ୍ଥଳରେ ପହଞ୍ଚି ଗଞ୍ଜେଇକୁ ଜବତ କରିଥିଲେ । 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme