Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କଟକରେ ଯାନବାହାନ ଚଳାଚଳ ଉପରେ କଟକଣା

Posted on November 5, 2025

ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକରେ ମହାନଦୀ କୂଳରେ ବାଲିଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । କଟକ ସହରର ବିଭିନ୍ନ ରାସ୍ତା ଗୁଡ଼ିକରେ ଯାନବାହାନର ସୁନିୟନ୍ତ୍ରିତ ଚଳାଚଳ ଓ ଜନସାଧାରଣ/ପଥଚାରୀଙ୍କ ସୁବିଧା ପାଇଁ କଟକ ସହରାଞ୍ଚଳ ପୁଲିସ୍ ଦ୍ୱାରା କଟକଣା ଲାଗୁ କରାଯାଇଛି ।  

ଐତିହାସିକ ବାଲିଯାତ୍ରାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ସହରରେ ଯାନବାହନ ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି । ୭ ଦିନିଆ ଏହି ଉତ୍ସବରେ ପ୍ରବଳ ଭିଡ଼ ଆଶଙ୍କା କରି ଶୃଙ୍ଖଳିତ ଯାତାୟତ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି ।

ଏହି କଟକଣା ନଭେମ୍ବର ୫ରୁ ୧୨ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ଅପରାହ୍ନ ୨ଟାରୁ ଭିଡ଼ ନ କମିବା ପର୍ଯ୍ୟନ୍ତ ବଳବତ୍ତର ରହିବ। ପୁଲିସ କମିଶନର ଏସ୍. ଦେବ ଦତ୍ତ ସିଂହ ଓଡ଼ିଶା ସହରାଞ୍ଚଳ ପୁଲିସ୍ ଅଧିନିୟମ, ୨୦୦୩ର ଧାରା ୨୮ ଅନୁଯାୟୀ ଏହି କଟକଣା ଲଗାଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme