Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପାକିସ୍ତାନ ସୁପ୍ରିମକୋର୍ଟରେ ବିସ୍ଫୋରଣ, ୪ ଆହତ

Posted on November 5, 2025

ପାକିସ୍ତାନ ସୁପ୍ରିମକୋର୍ଟର ବେସମେଣ୍ଟରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାରୁ ଚାରି ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ସମୟରେ ବିଲ୍ଡିଂର ସେଣ୍ଟ୍ରାଲ ଏସି ସିଷ୍ଟମ ମରାମତି କାମ ଚାଲିଥିଲା। ଘଟଣା ପରେ ଓକିଲ, ଜଜ୍ ଓ କର୍ମଚାରୀମାନେ ଆତଙ୍କରେ କୋର୍ଟ ପରିସର ଛାଡିଦେଇଥିଲେ।

ଆହତମାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ବିସ୍ଫୋରଣ ବେସମେଣ୍ଟରେ ଥିବା କ୍ୟାଫେଟେରିଆରେ ଘଟିଥିଲା, ଯେଉଁଠି ଫର୍ନିଚର ଓ ସାମଗ୍ରୀ କ୍ଷତିଗ୍ରସ୍ତ ହୋଇଛି। ରେସ୍କ୍ୟୁ ଟିମ୍ ଓ ସୁରକ୍ଷାକର୍ମୀମାନେ ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ପୂର୍ବରୁ ମଧ୍ୟ ଏପରି ବିସ୍ଫୋରଣ ଘଟିଥିବା ଓ ତାହାର ମୁଖ୍ୟ କାରଣ ଖରାପ ଗ୍ୟାସ ସିଲିଣ୍ଡର ବ୍ୟବହାର ଥିବା ଜଣାପଡିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme