Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି

Posted on November 6, 2025

ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ । ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ଦୁଇ ମାସ ହେବ ସେ ଚନ୍ଦ୍ରଶେଖରପୁର ଥାନାରେ ନିଯୁକ୍ତ ହୋଇଥିଲେ ।

ଗତକାଲି ବାନ୍ତି ହେବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ବିଷ କ୍ରିୟା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଏନେଇ ତଦନ୍ତ କରିଛି । ମୃତ ହୋମଗାର୍ଡଙ୍କ ଗୋଟିଏ ପୁଅ ଓ ଝିଅ ରହିଛନ୍ତି। ୬ ମାସ ପୁର୍ବେ ତାଙ୍କ ସ୍ବାମୀଙ୍କ ଦେହାନ୍ତ ହୋଇଥିଲା ।  ତାଙ୍କ ଝୁରି ଝୁରି ଏପରି ମୃତ୍ୟୁ ହୋଇଥିବା ତାଙ୍କ ମାଆ ସୂଚନା ଦେଇଛନ୍ତି । ଏନେଇ ଚନ୍ଦ୍ରଶେଖରପୁର ଥାନା ଆଇଆଇସି କହିଛନ୍ତି ସ୍ବାମୀଙ୍କ ମୃତ୍ୟୁ ପାଇଁ ଅବସାଦ ଥିଲେ। ତାଙ୍କର ମୃତ୍ୟୁ ପାଇ ଆମେ ଯାହା ସହାୟତା ହୋଇପାରିବୁ ସେନେଇ ବ୍ୟବସ୍ଥା କରୁଛୁ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme