Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପେଟ କମାଏ ଗୋଲମରିଚ

Posted on November 6, 2025

 ଆମ ରୋଷେଇ ଘରେ ମିଳୁଥିବା ଅନେକ ପ୍ରକାରର ମସଲା ଆମକୁ ନିରୋଗ ରଖିବାରେ ସହାୟ ହୋଇଥାଏ। ହେଲେ ଏହାର ବ୍ୟବହାର ସମ୍ପର୍କରେ ଅନେକ ସମୟରେ ଆମେ ଜାଣି ନ ଥାଉ। ଆସନ୍ତୁ ଜାଣିବା ସେମିତି ଏକ ମସଲା ଗୋଲମରିଚ ସମ୍ପର୍କରେ।
ଗୋଲମରିଚକୁ କେବଳ ମସଲା ଭାବେ ବ୍ୟବହାର କରିହେବ ତାହା ନୁହେଁ, ଏହାର ବହୁ ଔଷଧୀୟ ଗୁଣ ମଧ୍ୟ ରହିଛି। ଆୟୁର୍ବେଦ ଅନୁଯାୟୀ, ସକାଳେ ଅଳ୍ପ ଉଷୁମ ପାଣିରେ ଗୋଲମରିଚ ମିଶାଇ ପିଇଲେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ।

ପାଣିରେ ଗୋଲମରିଚ ମିଶାଇ ପିଇଲେ ଏହା ପେଟର ବୃଦ୍ଧିକୁ କମାଇଥାଏ। ଶରୀରରେ ଥିବା କ୍ୟାଲୋରୀକୁ କମ କରି ଓଜନ ହ୍ରାସରେ ସହାୟକ ହୋଇଥାଏ। କ୍ଷୀରରେ ଅଳ୍ପ ଗୋଲମରିଚ ମିଶାଇ ପିଇବା ଦ୍ୱାରା ଥଣ୍ଡା ଜନିତ ସମସ୍ୟା ଦୂର ହୋଇଥାଏ।

ନିୟମିତ ଭାବେ ପାଣିରେ ଗୋଲମରିଚ ମିଶାଇ ପିଇଲେ କୋଷ୍ଠକାଠିନ୍ୟ ସମସ୍ୟା ଦୂର ହୋଇଥାଏ। ଗୋଲମରିଚ ଶରୀରରେ ଜଳୀୟଅଂଶ ସଠିକ କରିବା ସହ ଗ୍ୟାସଟ୍ରିକ ସମସ୍ୟା ଦୂର କରିବାର ସହାୟକ ହୋଇଥାଏ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme